Thursday , May 26 2022
Breaking News
Home / ତାଜା ଖବର / ୧୫ ଓ ୧୬ ତାରିଖ ଦୁଇ ଦିନ ସ୍କୁଲ ବନ୍ଦ ରହିବ

୧୫ ଓ ୧୬ ତାରିଖ ଦୁଇ ଦିନ ସ୍କୁଲ ବନ୍ଦ ରହିବ

ଭୁବନେଶ୍ୱର, ୧୪/୦୨/୨୦୨୧ (ଓଡ଼ିଶା ସମାଚାର)- ଆସନ୍ତା କାଲି ସୋମବାର ୧୫ ତାରିଖ ଓ ମଙ୍ଗଳବାର ୧୬ ତାରିଖ ଦୁଇ ଦିନ ସ୍କୁଲ ବନ୍ଦ ରହିବ । ୧୫ ତାରିଖରେ କଂଗ୍ରେସ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଥିବାରୁ ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଗୁଡ଼ିକ ବନ୍ଦ ରହିବ । ସେହିପରି ୧୬ ତାରିଖ ସରସ୍ୱତୀ ପୂଜା ପାଇଁ ସ୍କୁଲ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ଓଡ଼ିଶା ସମାଚାର

 

About admin

Check Also

ମଧ୍ୟାହ୍ନ ଭୋଜନରେ ପୋକରା ଚାଉଳ ପରେ ଏବେ ପ୍ଲାଷ୍ଟିକ ଚାଉଳ

ବାଲିଗୁଡ଼ା,୨୪/୦୫/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):ପୋକରା ଚାଉଳ ପରେ ଏବେ ପୁଣି ପ୍ଲାଷ୍ଟିକ ଚାଉଳ । ତାହା ପୁଣି ମଧ୍ୟାହ୍ନ ଭୋଜନରେ …

Leave a Reply

Your email address will not be published. Required fields are marked *