କେନ୍ଦ୍ରାପଡା, ୧୬/୦୩/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସଦର ଥାନା ପକ୍ଷରୁ ଜଣେ ୱାରେଂଟିଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି । ସଦର ଥାନା ଅନ୍ତର୍ଗତ ଗୁଲନଗର ଗ୍ରାମର ଭଗବାନ ଜେନାଙ୍କ ପୁଅ ସନା ଓରଫ କଳ୍ପତରୁ ଜେନା ଗତ ୨୦୧୨ମସିହାର ଏକ ମାମଲାରେ ଅଭିଯୁକ୍ତ ଥାଇ ଫେରାର ଥିଲେ । ତାଙ୍କୁ ସଦର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନାର ଭାରପ୍ରାପ୍ତ ଇନିସପେକ୍ଟର ପ୍ରମୋଦ କୁମାର ମଲ୍ଲିକ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର