କେନ୍ଦ୍ରାପଡା,୦୨/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡାର ପୋଲିସ କନେଷ୍ଟବଳ ଅଭିଜିତ ଦାସଙ୍କୁ କେନ୍ଦ୍ରାପଡା ଜିଲ୍ଲାରେ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ମହାନିର୍ଦେଶକ ଅଭୟ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଡିଜିପି ଡିସ ପୁରସ୍କାର ପ୍ରଦାନ କରିଥିବା ଜଣାପଡିଛି । କନେଷ୍ଟବଳ ଶ୍ରୀ ଦାସ ଜଣେ ଦକ୍ଷ ଓ କର୍ମଠ ପୋଲିସ କର୍ମଚାରୀ ଭାବରେ ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ପୁରସ୍କୃତ ହୋଇଥିବା ସୂଚନା ମିଳିଛି । ଓଡ଼ିଶା ସମାଚାର
Check Also
ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ୧୦୨ତମ ଜୟନ୍ତୀ ପାଳିତ
କଟକ, ୨୭/୦୫/୨୦୨୨ (ଓଡ଼ିଶା ସମାଚାର) : ଆଜି ମନେ ପଡ଼ନ୍ତି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ବୀର ପୁରୁଷ ସ୍ବର୍ଗତ ନୀଳମଣି …