Monday , May 23 2022
Home / ସ୍ୱାସ୍ଥ୍ୟ / ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୭/୦୪/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଉପର ମୁହାଁ । ଏବେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ୮ ଶହ ଆଡ଼କୁ ମୁହିଁଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ହୋଇଥିବା ସୂଚନା । ତେବେ ମୃତକ କେଉଁ ଜିଲାର, ପୁରୁଷ କି ମହିଳା, ତାହା ଏପର୍ଯ୍ୟନ୍ତ ସରକାର ଜଣାଇନାହାନ୍ତି । ଓଡ଼ିଶା ସମାଚାର

About admin

Check Also

ମାତ୍ର ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ,୨୧/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *