Thursday , March 23 2023
Home / ବିଶେଷ / ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ

ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ

ଭୁବନେଶ୍ୱର, ୦୯/୦୪/୨୦୨୧(ଓଡ଼ିଶା ସମାଚାର)- ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କେଉଁ ବାର୍ତ୍ତା ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । ସଂକ୍ରମଣ ରୋକିବାକୁ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀ କହିପାରନ୍ତି । ଗତକାଲି ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀମାନଙ୍କର ଆଲୋଚନା ହୋଇଥିଲା । ଓଡ଼ିଶା ସମାଚାର

Leave a Reply

Your email address will not be published.