କେନ୍ଦ୍ରାପଡା, ୧୨/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସହରର ଏକ ବେସରକାରୀ ନର୍ସିଂହୋମରେ ଏକ ଦୁଇ ମୁଣ୍ଡ ଓ ତିନି ହାତ ଥିବା ବିରଳ ଶିଶୁ କନ୍ୟା ଟିଏ ଜନ୍ମ ହୋଇଥିବା ସୂଚନା ମିଳିଛି । କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ କଣି ଗ୍ରାମର ଅମ୍ବିକା ପରିଡା ସେହି ବିରଳ ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି । ସେହି ଶିଶୁ କନ୍ୟାଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ ଜମିଥିବା ଜଣାଯାଇଛି । ଓଡ଼ିଶା ସମାଚାର
Check Also
ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ୧୦୨ତମ ଜୟନ୍ତୀ ପାଳିତ
କଟକ, ୨୭/୦୫/୨୦୨୨ (ଓଡ଼ିଶା ସମାଚାର) : ଆଜି ମନେ ପଡ଼ନ୍ତି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ବୀର ପୁରୁଷ ସ୍ବର୍ଗତ ନୀଳମଣି …