କେନ୍ଦ୍ରାପଡ଼ା, ୨୨/୦୪/୨୦୨୧(ଓଡ଼ିଶା ସମାଚାର)- ଆକସ୍ମିକ ଅଗ୍ନିକାଣ୍ଡରେ ୪ବଖରା ଘର ପୋଡି ପାଉଁଶ ହୋଇଯାଇଛି । କେନ୍ଦ୍ରାପଡା ପୈାରାଂଚଳ ଅନ୍ତର୍ଗତ ଜୟୀପୁରା ଗ୍ରାମର ସେକ ବସିରଙ୍କ ପୁଅ ସେକ ବଦିରଙ୍କ ୪ବଖରା ଘର ଗୁରୁବାର ସକାଳ ପ୍ରାୟ ୯ଟା ସମୟରେ ବିଦୁ୍ୟତ ସଟସର୍କିଟରୁ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ କେନ୍ଦ୍ରାପଡା ଅଗ୍ନିଶମ ବିଭାଗ ଗାଡି ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ କରିଥିଲା । ସେହି ୪ବଖରା ଘରେ ଥିବା ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ଓଡ଼ିଶା ସମାଚାର
Check Also
ବର୍ଷା ଦିନ ପୂର୍ବରୁ ଚିତ୍ରୋତ୍ପଳା ନଦୀରେ ପଥର ପ୍ୟାକିଙ୍ଗ ଓ ବୁରୁଜ ନିର୍ମାଣ ସରିବା ନେଇ ଆଶଙ୍କା
ଗରଦପୁର, ୨୦/୦୫/୨୦୨୨( ଓଡ଼ିଶା ସମାଚାର )-ପାଟକୁରା ନିକଟରେ ଚିତ୍ରୋତ୍ପଳା ଦକ୍ଷିଣ ପାଶ୍ୱର୍ ନଦୀ ତୀରରେ ୪କୋଟି ୮୦ ଲକ୍ଷ ଟଙ୍କା …