ଭୁବନ ୦୫/୦୫/୨୦୨୧(ଓଡ଼ିଶା ସମାଚାର)- ଭୁବନ ଓକିଲ ସଂଘର ପ୍ରତିଷ୍ଠାତା ସଭାପତି ତଥା ବରିଷ୍ଠ ଆଇନଜୀବୀ ସନାତନ ଗୁରୁ ଙ୍କ ମାତା ବଣି ଗୁରୁ ଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଜଣେ ଅତ୍ୟନ୍ତ ଧର୍ନପରାୟଣା ମହିଳା ଭାବେ ବେଶ୍ ପରିଚିତ ଥିବା ସ୍ୱର୍ଗତା ଗୁରୁ ଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି । ଓଡ଼ିଶା ସମାଚାର
Check Also
କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ
ବାଲିଗୁଡା,୨୬/୦୬/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା …