Saturday , June 3 2023
Breaking News
Home / ଶିକ୍ଷା / ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା

ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର,୦୫/୦୫/୨୦୨୧(ଓଡ଼ିଶା ସମାଚାର)- ଗଞ୍ଜାମ ଜିଲାର ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟ ସରକାର ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି । ବୁଧବାର ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି।ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ଓ ପ୍ରସିଦ୍ଧ ମହାବିଦ୍ୟାଳୟ । ଏହାର ବହୁ ପୁରାତନ ଛାତ୍ର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.