Wednesday , May 31 2023
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪୧କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪୧କରୋନା ପଜିଟିଭ

କେନ୍ଦ୍ରାପଡ଼ା,୧୨/୦୫/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର୧୪୧ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୩ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୨୦,  ଗରଦପୁର ବ୍ଲକରେ୧୩, କେନ୍ଦ୍ରାପଡା ବ୍ଲକରେ ୨୩, ମହାକାଳପଡା ବ୍ଲକରେ ୧୯, ମାର୍ଶାଘାଇ ବ୍ଲକରେ ୧୩ , ପଟ୍ଟାମୁଣ୍ଡାଇ ବ୍ଲକରେ ୧୪, ରାଜକନିକା ବ୍ଲକରେ ୧୨, ରାଜନଗର ବ୍ଲକରେ ୧୩ ଏବଂ  କେନ୍ଦ୍ରାପଡା ପୌରାଂଚଳରେ ୮ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।  ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ବଢୁଥିବା ବେଳେ  କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

Leave a Reply

Your email address will not be published.