Tuesday , December 7 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୩୭କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୩୭କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୪/୦୫/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର୧୩୭ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୫ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୧୭,  ଗରଦପୁର ବ୍ଲକରେ୧୨, କେନ୍ଦ୍ରାପଡା ବ୍ଲକରେ ୩୦, ମହାକାଳପଡା ବ୍ଲକରେ ୯, ମାର୍ଶାଘାଇ ବ୍ଲକରେ ୧୫ , ପଟ୍ଟାମୁଣ୍ଡାଇ ବ୍ଲକରେ ୧୯, ରାଜକନିକା ବ୍ଲକରେ ୯, ରାଜନଗର ବ୍ଲକରେ ୧୭ ଏବଂ  କେନ୍ଦ୍ରାପଡା ପୈାରାଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।  ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ବଢୁଥିବା ବେଳେ  କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

About admin

Check Also

୧୨ ରେ କଟକ ଆସିଵେ ମୂଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ, ଵିଏସକେୱ।ଇ ର କରିଵେ ଶୁଭାରମ୍ଭ

କଟକ ସଦର, ୦୪/୧୨/୨୦୨୧ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ଲୋକଙ୍କୁ ମାଗଣାରେ ଉନ୍ନତ ମାନର ସ୍ୱ।ସ୍ଥ୍ୟ ସେଵା ଯୋଗାଇ ଦେବାକୁ …

Leave a Reply

Your email address will not be published. Required fields are marked *