Friday , September 22 2023
Breaking News
Home / ବିଶେଷ / କେନ୍ଦ୍ରାପଡା ଜିଲ୍ଲାରେ ଆଉ ୧୩୯କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଉ ୧୩୯କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୭/୦୫/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିିବାର୧୩୯ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୧୫ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୨୦, ଗରଦପୁର ବ୍ଲକରେ୧୦, କେନ୍ଦ୍ରାପଡା ବ୍ଲକରେ ୩୩, ମହାକାଳପଡା ବ୍ଲକରେ ୪, ମାର୍ଶାଘାଇ ବ୍ଲକରେ ୧୪ , ପଟ୍ଟାମୁଣ୍ଡାଇ ବ୍ଲକରେ ୧୪, ରାଜକନିକା ବ୍ଲକରେ ୧୦, ରାଜନଗର ବ୍ଲକରେ ୧୪ ଏବଂ କେନ୍ଦ୍ରାପଡା ପୈାରାଳରେ ୫ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ହ୍ରାସ ପାଉଥିଲେବି କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *