Tuesday , December 6 2022
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪୮କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪୮କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୭/୦୫/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ସୋମବାର୧୪୮ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୮ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୧୨, ଗରଦପୁର ବ୍ଲକରେ ୭, କେନ୍ଦ୍ରାପଡା ବ୍ଲକରେ ୩୬, ମହାକାଳପଡା ବ୍ଲକରେ ୧୮, ମାର୍ଶାଘାଇ ବ୍ଲକରେ ୨୨ , ପଟ୍ଟାମୁଣ୍ଡାଇ ବ୍ଲକରେ ୧୪, ରାଜକନିକା ବ୍ଲକରେ ୧୨, ରାଜନଗର ବ୍ଲକରେ ୧୧ ଏବଂ  କେନ୍ଦ୍ରାପଡା ପୌରାଂଚଳରେ ୭ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ହ୍ରାସ ପାଉଥିଲେବି କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

Leave a Reply

Your email address will not be published.