Wednesday , December 8 2021
Home / ବିଶେଷ / କ୍ୟାବିନେଟ୍ ବୈଠକ ଆଜି

କ୍ୟାବିନେଟ୍ ବୈଠକ ଆଜି

ଭୁବନେଶ୍ୱର,୨୧/୦୫/୨୦୨୧(ଓଡ଼ିଶା ସମାଚାର)- ଆଜି ରାଜ୍ୟ କ୍ୟାବିନେଟ୍ ର ଏକ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟା ରେ ଏହି କ୍ୟାବିନେଟ୍ ବୈଠକ ବସିବାକୁ ଥିବା ସୂଚନା ମିଳିଛି । ଏହି କ୍ୟାବିନେଟ୍ ବୈଠକ ଭିଡିଓ କନଫରେନ୍ସିଂରେ ଆୟୋଜିତ ହେବ ।
ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । କ୍ୟାବିନେଟ୍ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଓଡ଼ିଶା ସମାଚାର

About admin

Check Also

ସାଲେପୁର ରେ ଡ୍ରାଇଭର ମହାସଂଘ ର ବୈଠକ

ସାଲେପୁର,୦୭/୧୨/୨୦୨୧(ଓଡିଶା ସମାଚାର/ ଅଭୟ ଜେନା )-ଓଡିଶା ଡ୍ରାଇଭର ମହାସଂଘ ଓ ସାଲେପୁର ଡ୍ରାଇଭର ସଂଘ ପକ୍ଷରୁ ଆଜି ବ୍ଲକ ଆଡିମିନ …

Leave a Reply

Your email address will not be published. Required fields are marked *