Tuesday , December 7 2021
Home / ବିଶେଷ / ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭/୦୫/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାତ୍ୟା ୟାସ୍ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ପାଇଁ  ମୁଖ୍ୟମନ୍ତ୍ରୀ  ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ଆକାଶ ମାର୍ଗରୁ ଦେଖିଛନ୍ତି । ଅପରାହ୍ନ ୧୨ଟା ୩୦ମିନିଟରେ ହେଲିକପ୍ଟର ଯୋଗେ ଏରିଏଲ୍ ସର୍ଭେ ପାଇଁ ମୁଖ୍ୟମନ୍ତ୍ରୀ ବାହାରି ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଥିଲେ ।  ଓଡ଼ିଶା ସମାଚାର

About admin

Check Also

ଶିକ୍ଷାବିତ ପୁରୁଷୋତମ ସ୍ୱାଇଁ ଙ୍କ ପରଲୋକ

ରଘୁନାଥପୁର, ୦୭/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସୁନାମଧନ୍ୟ ଶିକ୍ଷକ ପୁରୁଷୋତମ ସ୍ୱାଇଁ ଙ୍କ ୬୭ …

Leave a Reply

Your email address will not be published. Required fields are marked *