Tuesday , October 3 2023
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୪କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୪କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୭/୦୫/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୨୪ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୧ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୨,  ଗରଦପୁର ବ୍ଲକରେ ୧, କେନ୍ଦ୍ରାପଡା ବ୍ଲକରେ ୧୧, ମହାକାଳପଡା ବ୍ଲକରେ ୨, ପଟ୍ଟାମୁଣ୍ଡାଇ ବ୍ଲକରେ ୩, ରାଜକନିକା ବ୍ଲକରେ ୧ ଏବଂ  କେନ୍ଦ୍ରାପଡା ପୌରାଂଚଳରେ ୩ ଜଣ  କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *