Tuesday , October 3 2023
Breaking News
Home / ବିଶେଷ / ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା କ୍ଷୟକ୍ଷତିର ଆକଳନ ଓ ସମୀକ୍ଷା କରିବେ

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା କ୍ଷୟକ୍ଷତିର ଆକଳନ ଓ ସମୀକ୍ଷା କରିବେ

ଭୁବନେଶ୍ୱର,୨୭/୦୫/୨୦୨୧(ଓଡ଼ିଶା ସମାଚାର)- ଆସନ୍ତା କାଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟାସ୍’ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଓଡ଼ିଶା ଆସିବେ। ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚି ସମୀକ୍ଷା ବୈଠକ କରିବେ । ତାପରେ ସେ ବାଲେଶ୍ବର, ଭଦ୍ରକ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ। ଏହାପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ପୂର୍ବ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ। ଏହା ସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *