ଭୁବନେଶ୍ୱର, ୦୫/୦୬/୨୦୨୧(ଓଡ଼ିଶା ସମାଚାର)- ପୂର୍ବତନ ବିଧାୟକ ଏବଂ ଶିକ୍ଷକ ନେତା ବିକ୍ରମ କେଶରୀ ବର୍ମାଙ୍କ ବିୟୋଗରେ ବିଜେଡ଼ି ନତା ତଥା ଓଡ଼ିଶା ରାଜ୍ୟ ବିହନ ନିଗମର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ଗୋଲକ ବିହାରୀ ନାୟକ ଶୋକ ପ୍ରକାଶ କରିଛନ୍ତି ।ଓଡ଼ିଶା ସମାଚାର
Check Also
କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ
ବାଲିଗୁଡା,୨୬/୦୬/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା …