କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୭୩ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୧୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୧୧, ଗରଦପୁର ବ୍ଲକରେ ୪ଜଣ, କେନ୍ଦ୍ରାପଡା ବ୍ଲକରେ ୧୪, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକର ୨, ପଟ୍ଟାମୁଣ୍ଡାଇ ବ୍ଲକରେ ୧୩, ରାଜକନିକା ବ୍ଲକରେ ୪, ରାଜନଗର ବ୍ଲକର ୫ ଏବଂ କେନ୍ଦ୍ରାପଡା ପୌରାଂଚଳରେ ୫ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର