Tuesday , December 6 2022
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭୧କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭୧କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୬/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୭୧ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୧୪ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୧୧, ଗରଦପୁର ବ୍ଲକରେ ୧୧ଜଣ, କେନ୍ଦ୍ରାପଡା ବ୍ଲକରେ ୧୨, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକର ୨, ପଟ୍ଟାମୁଣ୍ଡାଇ ବ୍ଲକରେ ୬, ରାଜକନିକା ବ୍ଲକରେ ୯, ରାଜନଗର ବ୍ଲକର ଜଣେ ଓ କେନ୍ଦ୍ରାପଡା ପୌରାଂଚଳର ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.