Tuesday , December 7 2021
Breaking News
Home / ତାଜା ଖବର / କାର ବାଇକ୍ ମୁହାଁମୁହିଁ ଧକ୍କା: ଦୁଇ ଗୁରୁତର ଆହାତ

କାର ବାଇକ୍ ମୁହାଁମୁହିଁ ଧକ୍କା: ଦୁଇ ଗୁରୁତର ଆହାତ

ବାଲିଗୁଡା, ୨୬/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର ସହ ମୋଟର ସାଇକଲ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହାତ ହୋଇଛନ୍ତି । ଘଟଣା ସ୍ଥଳରେ ବାଲିଗୁଡ଼ା ଥାନା ଭାର ପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ ଓ ଏକ ଟିମ୍ ପହଞ୍ଚି ଗୁରୁତର ଆହାତ ହୋଇଥିବା ଯୁବକଙ୍କୁ ଅଗ୍ନିଶମ ବାହିନକୁ ଡ଼କାଇ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ଆହାତ ହୋଇଥିବା ଯୁବକ ପରିଚୟ ଜଣାପଡ଼ିନଥିଲେ ମଧ୍ୟ ସେମାନଙ୍କ  ଘର ଫିରିଙ୍ଗିଆ ଥାନା ମାଝିପଡ଼ାର ବୋଲି ଜଣାପଡିଛି  । ଓଡିଶା ସମାଚାର

About admin

Check Also

ଶିକାରୀ ଗୁଳିରେ ମହିଳା ଆହତ

ଫୁଲବାଣୀ/ଖଜୁରୀପଡ଼ା,୦୪/୧୨/୨୦୨୧(ଓଡ଼ିଶା ସମାଚାର)-ଜଙ୍ଗଲରୁ କାଠ ସଂଗ୍ରହ କରି ଫେରୁଥିବାବେଳେ ଶିକାରୀ ଗୁଳି ରେ ଜଣେ ମହିଳା ଆହତ ହୋଇଛନ୍ତି । ପ୍ରାପ୍ତ …

Leave a Reply

Your email address will not be published. Required fields are marked *