Sunday , July 3 2022
Home / ବିଶେଷ / ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ ଅଧିକାରୀ ଭାଗବତ ଜେନାଙ୍କ ବିୟୋଗ

ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ ଅଧିକାରୀ ଭାଗବତ ଜେନାଙ୍କ ବିୟୋଗ

କେନ୍ଦ୍ରାପଡ଼ା, ୨୭/୦୬/୨୦୨୧(ଓଡ଼ିଶା ସମାଚାର)- ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାର ଉପ ପରିଚାଳକ ଭାଗବତ ଜେନାଙ୍କ ୮୦ବର୍ଷ ବୟସରେ ଗତ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଂଘ ସାଧାରଣ ସମ୍ପାଦକ ଗଣେଶ୍ୱର ମେକାପ ଗଭିର ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ  ସମବେଦନା ଜଣାଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଇଣ୍ଡିଆବୁକ ଅଫ ରେକର୍ଡ ସ୍ଥାନ ପାଇଲେ ପ୍ରଚେତା

ଜୁନାଗଡ଼ , ୦୨ / ୦୭ /୨୦୨୨(ଓଡ଼ିଶା ସମାଚାର /ରାକେଶ ବେମାଲ )- କଲାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରର ପ୍ରଚେତା …

Leave a Reply

Your email address will not be published. Required fields are marked *