କେନ୍ଦ୍ରାପଡ଼ା, ୨୭/୦୬/୨୦୨୧(ଓଡ଼ିଶା ସମାଚାର)- ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାର ଉପ ପରିଚାଳକ ଭାଗବତ ଜେନାଙ୍କ ୮୦ବର୍ଷ ବୟସରେ ଗତ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଂଘ ସାଧାରଣ ସମ୍ପାଦକ ଗଣେଶ୍ୱର ମେକାପ ଗଭିର ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଓଡ଼ିଶା ସମାଚାର