Monday , September 25 2023
Breaking News
Home / ବିଶେଷ / ଅଗ୍ନି ପ୍ରାଇମ ର ସଫଳ ପରୀକ୍ଷଣ

ଅଗ୍ନି ପ୍ରାଇମ ର ସଫଳ ପରୀକ୍ଷଣ

ବାଲେଶ୍ୱର, ୨୮/୦୬/୨୦୨୧(ଓଡ଼ିଶା ସମାଚାର)- ସୋମବାର ଦିନ ଓଡ଼ିଶା ଉପକୂଳରେ ଅଗ୍ନି କ୍ଷେପଣାସ୍ତ୍ର ପର୍ୟ୍ୟାୟର ଏକ ନୂଆ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମ ର ସଫଳ ପରୀକ୍ଷଣ କରାଯାଇଛି । ପୂର୍ବାହ୍ନ ୧୦.୫୫ରେ ଏହି କ୍ଷେପଣାସ୍ତ୍ରକୁ ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡକ୍ଟର ଏପିଜେ ଅବଦୁଲ କାଲାମ କ୍ଷେପଣାସ୍ତ୍ର ଘାଟିର ୪ ନମ୍ବର ଉତକ୍ଷେପଣ ସ୍ଥଳରୁ ଏହାକୁ ସଫଳତାର ସହିତ ପରୀକ୍ଷା କରାଯାଇଥିଲା । ଏହି କ୍ଷେପଣାସ୍ତ୍ର ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାକୁ ସମର୍ଥ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *