Sunday , December 5 2021
Home / ବିଶେଷ / ଆଜି ଲକଡାଉନ୍ ନେଇ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ

ଆଜି ଲକଡାଉନ୍ ନେଇ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦/୦୬/୨୦୨୧(ଓଡ଼ିଶା ସମାଚାର)- ବୁଧବାର ଦିନ ଅପରାହ୍ନ ୨ ଟା ରୁ ୨.୩୦ ମଧ୍ୟରେ କରୋନା ସ୍ଥିତି ନେଇ କିଛି ଘୋଷଣା କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଲାଗୁ ହୋଇଥିବା ଲକଡାଉନ୍ ଗୁରୁବାର ଶେଷ ହେଉଛି । ତେଣୁ ଆଗକୁ ଲକ୍ଡାଉନ୍ ରହିବ କି ଅନ୍ଲକ୍ ହେବ । ସେନେଇ କିଛି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡ଼ାରେ ଜୱାଦ ବାତ୍ୟା ପାଇଁ ୪୮୨ ଜଣ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

କେନ୍ଦ୍ରାପଡ଼ା,୦୪/୧୨/୨୦୨୧(ଓଡ଼ିଶା ସମାଚାର)- ପଶ୍ଚିମ କେନ୍ଦ୍ରୀୟ ବେଙ୍ଗାପସାଗରରେ ସ୍ପଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ‘ଜୱାଦ’ ବାତ୍ୟାର ପ୍ରଭାବ ଯୋଗୁଁ କେନ୍ଦ୍ରାପଡ଼ା …

Leave a Reply

Your email address will not be published. Required fields are marked *