ଫୁଲବାଣୀ ୧୦/୦୭/୨୦୨୧(ଓଡ଼ିଶା ସମାଚାର)- ବୌଦ୍ଧ-କନ୍ଧମାଳ ସୀମାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ନାରାୟଣ ପ୍ରସାଦ ଓ ଉମା ଜଙ୍ଗଲରେ ଦୀର୍ଘ ସମୟ ଧରି ଗୁଳିବିନିମୟ ଜାରି ରହିଥିବା ବେଳେ ଦୁଇ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଡାକ୍ତରଙ୍କ ସହ ଦୁଇ ଆହତ ଯବାନଙ୍କୁ ଭୁବନେଶ୍ବରକୁ ଏୟାର ଲିଫ୍ଟ କରାଯାଇଛି । ଓଡ଼ିଶା ସମାଚାର