କେନ୍ଦ୍ରାପଡ଼ା, ୧୧/୦୭/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୬୨ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୧୪, ଗରଦପୁର ବ୍ଲକରେ ୪ଜଣ, କେନ୍ଦ୍ରାପଡା ବ୍ଲକରେ ୨୦, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକର ୪ଜଣ , ପଟ୍ଟାମୁଣ୍ଡାଇ ବ୍ଲକରେ ୮, ରାଜକନିକା ବ୍ଲକରେ ୫, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଂଚଳର ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର