Wednesday , December 8 2021
Home / ବିଶେଷ / ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭୁ୍ୟ’ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚିତ

‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭୁ୍ୟ’ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚିତ

ଭୁବନେଶ୍ୱର,୧୫/୦୭/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭୁ୍ୟ’ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚିତ ହୋଇଛି । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉନ୍ମୋଚନ କରିଛନ୍ତି । ଏଠାରେ ଉଲ୍ଲେଖନୀୟ ଯେ, ପ୍ରତିବର୍ଷ ରଥଯାତ୍ରା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବିଶେଷାଙ୍କ ଉନ୍ମୋଚିତ ହୋଇଥାଏ । ରାଜ୍ୟର ବହୁ ବିଶିଷ୍ଟ ଗବେଷକଙ୍କ ବହୁ ଉପାଦେୟ ଲେଖାମାନ ଏଥିରେ ପ୍ରକାଶ ପାଇଥାଏ । ଲେନିନ୍ ମହାନ୍ତି ଏହି ଦୁଇ ପତ୍ରିକାର ସମ୍ପାଦକ ଅଛନ୍ତି । ଓଡ଼ିଶା ସମାଚାର

About admin

Check Also

ଶିକ୍ଷାବିତ ପୁରୁଷୋତମ ସ୍ୱାଇଁ ଙ୍କ ପରଲୋକ

ରଘୁନାଥପୁର, ୦୭/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସୁନାମଧନ୍ୟ ଶିକ୍ଷକ ପୁରୁଷୋତମ ସ୍ୱାଇଁ ଙ୍କ ୬୭ …

Leave a Reply

Your email address will not be published. Required fields are marked *