Sunday , March 26 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୭୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୭୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୨୬/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୭୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୫ ଜଣ, ଡ଼େରାବିଶ ବ୍ଲକ୍ ରେ ୮ ଜଣ,ଗରଦପୁର ବ୍ଲକ୍ ରେ ୪ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୯ ଜଣ,ମହାକାଳପଡ଼ା ବ୍ଲକ୍ ରେ ୬ ଜଣ,ମାର୍ଶାଘାଇ ବ୍ଲକ୍ ରେ ୮ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୧୧ ଜଣ, ରାଜକନିକା ବ୍ଲକ୍ ରେ ୧୩ ଜଣ,ରାଜନଗର ବ୍ଲକ୍ ରେ ୨ ଜଣ ଏହିପରି ମୋଟ ୭୬ ଜଣ ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

 

Leave a Reply

Your email address will not be published.