କେନ୍ଦ୍ରାପଡ଼ା, ୨୮/୦୭/୨୦୨୧(ଓଡ଼ିଶା ସମାଚାର)- କୁତରଙ୍ଗ ପଂଚାୟତର ସରପଂଚ ସୀତାସୁନ୍ଦରୀ ମଲ୍ଲିକଙ୍କୁ କେନ୍ଦ୍ରାପଡା ଜିଲ୍ଲା ମହିଳା ବିଜେଡିର ଉପସଭାପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ଶ୍ରୀମତୀ ମଲ୍ଲିକ ଏହି ନିଯୁକ୍ତି ପାଇଁ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ପ୍ରଦାନ କରିଛନ୍ତି । ଏହି ନିଯୁକ୍ତି ନେଇ ଶ୍ରୀମତୀ ମଲ୍ଲିକଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିବାରେ ଲିଗିଛି । ଓଡ଼ିଶା ସମାଚାର
Check Also
ଜନଶକ୍ତି ପାର୍ଟି ପକ୍ଷରୁ ଓଡ଼ିଆ ବଂଚାଅ ଅଭିଯାନ
ଗରଦପୁର, ୦୯/୦୮/୨୦୨୨(ଓଡ଼ିଶା ସମାଚାର)- ପାଟକୁରା ଥାନା ନିକଟସ୍ଥ କହ୍ନେଇଲାଲ ଜୀଉ ପ୍ରାଙ୍ଗଣରେ ଆଜି ଅପରାହ୍ନରେ ଜନ ଶକ୍ତି ପାର୍ଟି ପକ୍ଷରୁ …