Tuesday , September 28 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୧୪୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୧୪୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୨୮/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୧୪୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୫ ଜଣ, ଡ଼େରାବିଶ ବ୍ଲକ୍ ରେ ୧୭ ଜଣ, ଗରଦପୁର ବ୍ଲକ୍ ରେ ୧୧ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ୪୦ ଜଣ, ମହାକାଳପଡ଼ା ବ୍ଲକ୍ ରେ ୧୦ ଜଣ,ମାର୍ଶାଘାଇ ବ୍ଲକ୍ ରେ ୧୪ ଜଣ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୧୮ ଜଣ, ରାଜକନିକା ବ୍ଲକ୍ ରେ ୧୮ ଜଣ, ରାଜନଗର ବ୍ଲକ୍ ରେ ୧୧ ଜଣ,କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ୪ ଜଣ ଓ ଅନ୍ୟ ଜିଲାର ଜଣେ ଏହିପରି ମୋଟ୍ ୧୪୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ …

Leave a Reply

Your email address will not be published. Required fields are marked *