Thursday , July 7 2022
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୩୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୩୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୩୦/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୩୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୩ ଜଣ, ଡ଼େରାବିଶ ବ୍ଲକ୍ ରେ ୭ ଜଣ,ଗରଦପୁର ବ୍ଲକ୍ ରେ ଜଣେ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୪ ଜଣ, ମହାକାଳପଡ଼ା ବ୍ଲକ୍ ରେ୪ ଜଣ,ମାର୍ଶାଘାଇ ବ୍ଲକ୍ ରେ ଜଣେ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ ଜଣ,ରାଜକନିକା ବ୍ଲକ୍ ରେ ୩ ଜଣ ଏହିପରି ମୋଟ୍ ୩୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

୪୧ ଜଣ ଶିଶୁ ଙ୍କ ସମେତ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୦୪/୦୭/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *