Tuesday , September 28 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୫୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୫୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୩୧/୦୭/୨୦୨୧(ଓଡ଼ିଶା ସମାଚାର)-ଆଜି କେନ୍ଦ୍ରାପଡ଼ା ଜିଲାରେ ୫୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୭ ଜଣ,ଡ଼େରାବିଶ ବ୍ଲକ୍ ରେ ୫ ଜଣ, ଗରଦପୁର ବ୍ଲକ୍ ରେ ଜଣେ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୬ ଜଣ,ମହାକାଳପଡ଼ା ବ୍ଲକ୍ ରେ ୪ ଜଣ,ମାର୍ଶାଘାଇ ବ୍ଲକ୍ ରେ ୫ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୯ ଜଣ,ରାଜକବିକା ବ୍ଲକ୍ ରେ ୩ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ଜଣେ ଏହିପରି ମୋଟ୍ ୫୧ ଜଣ ଆଜି ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ …

Leave a Reply

Your email address will not be published. Required fields are marked *