Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୧/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୨ ଜଣ,ଡ଼େରାବିଶ ବ୍ଲକ୍ ରେ ୩ ଜଣ,ଗରଦପୁର ବ୍ଲକ୍ ରେ ୩ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୪ ଜଣ,ମହାକାଳପଡ଼ା ବ୍ଲକ୍ ରେ ୫ ଜଣ,ମାର୍ଶାଘାଇ ବ୍ଲକ୍ ରେ ଜଣେ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୯ ଜଣ,ରାଜକନିକା ବ୍ଲକ୍ ରେ ୩ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ଜଣେ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *