Monday , March 27 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୨/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୪ ଜଣ,ଡ଼େରାବିଶି ବ୍ଲକ୍ ରେ ୬ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ଜଣେ, ମହାକାଳପଡ଼ା ବ୍ଲକ୍ ରେ ୨ ଜଣ,ପଟ୍ଟାମୁଣ୍ଡାଇ, ରାଜକନିକା ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା ଏହିପରି ମୋଟ୍ ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.