Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ , ୬୭ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ , ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେମାନ ଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୮୨ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୭ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲାକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍ ରୁ ୫୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୯୭୩୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୮୬୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୫୦୫୦ ଜଣ ସକ୍ରୀ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୧୬୪୫୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *