Tuesday , September 28 2021
Breaking News
Home / ବିଶେଷ / ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କର ପରଲୋକ

ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କର ପରଲୋକ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର)- ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କର ପରଲୋକ   ଘଟିଛି । କରୋନାରେ ଆକ୍ରାନ୍ତ ହୋଇ ସେ ଗତ କିଛି ଦିନ ହେଲା ରାଜଧାନୀର ଏକ ହସପିଟାଲ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ବାଲେଶ୍ବର ନିର୍ବାଚନ ମଣ୍ଡଳୀରୁ ପାଞ୍ଚ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଅରୁଣ ଗତ ବର୍ଷ ବିଜେଡ଼ିକୁ ଫେରିଥିଲେ ।  ୭୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଓଡ଼ିଶା ସମାଚାର

About admin

Check Also

ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ ଉପଲକ୍ଷେ  ପ୍ରସ୍ତୁତି ବୈଠକ

ଜଗତସିଂହପୁର ୨୭/୦୯/୨୦୨୧(ଓଡ଼ିଶା ସମାଚାର)–ଚଳିତ ବର୍ଷ ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ  ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ …

Leave a Reply

Your email address will not be published. Required fields are marked *