Tuesday , September 28 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୪/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୁଚନା ଅନୁସାରେ ଆଳି ବ୍ଲକ୍ ରେ ୨ ଜଣ, ଡ଼େରାବିଶି ବ୍ଲକ୍ ରେ ୬ ଜଣ,ଗରଦପୁର ବ୍ଲକ୍ ରେ ୪ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୫ ଜଣ, ମହାକାଳପଡ଼ା ବ୍ଲକ୍ ରେ ୫ ଜଣ,ମାର୍ଶାଘାଇ ବ୍ଲକ୍ ରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ ଜଣ, ରାଜକନିବା ବ୍ଲକ୍ ରେ ୨ ଜଣ ଏହିପରି ମୋଟ୍ ୨୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ …

Leave a Reply

Your email address will not be published. Required fields are marked *