କେନ୍ଦ୍ରାପଡ଼ା, ୦୫/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଡ଼େରାବିଶ ବ୍ଲକ୍ ରେ ୯ ଜଣ ଚିହ୍ନଟ ହୋଇଥିବାବେଳେ ଗରଦପୁର ବ୍ଲକ୍ ରେ ୭ ଜଣ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୨ ଜଣ, ମହାକାଳପଡ଼ା ବ୍ଲକ୍ ରେ ୫ ଜଣ, ମାର୍ଶାଘାଇ ବ୍ଲକ୍ ରେ ୨ ଜଣ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ, ରାଜକନିକା ବ୍ଲକ୍ ରେ ୪ ଜଣ,କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର