Thursday , December 2 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୦୫/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଡ଼େରାବିଶ ବ୍ଲକ୍ ରେ ୯ ଜଣ ଚିହ୍ନଟ ହୋଇଥିବାବେଳେ ଗରଦପୁର ବ୍ଲକ୍ ରେ ୭ ଜଣ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୨ ଜଣ, ମହାକାଳପଡ଼ା ବ୍ଲକ୍ ରେ ୫ ଜଣ, ମାର୍ଶାଘାଇ ବ୍ଲକ୍ ରେ ୨ ଜଣ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ, ରାଜକନିକା ବ୍ଲକ୍ ରେ ୪ ଜଣ,କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ , ୨୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *