Wednesday , December 8 2021
Home / ବିଶେଷ / ଧର୍ମପ୍ରାଣା ମହିଳାଙ୍କ ପରଲୋକ

ଧର୍ମପ୍ରାଣା ମହିଳାଙ୍କ ପରଲୋକ

କେନ୍ଦ୍ରାପଡ଼ା,୦୬/୦୮/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲାର ଅଢଙ୍ଗା ଗ୍ରାମର ବିଶିଷ୍ଟ କର୍ମକାଣ୍ଡବିଦ ବଟକୃଷ୍ଣ ମିଶ୍ରଙ୍କ ଧର୍ମପତ୍ନୀ ରାଜେଶ୍ୱରୀ ମିଶ୍ରଙ୍କ ୮୪ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଏକମାସ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥିଲେ । ସ୍ୱର୍ଗତା ମିଶ୍ର ଜଣେ ଅତ୍ୟନ୍ତ ମିଷ୍ଟଭାଷୀ ଓ ଧର୍ମପରାୟଣା ମହିଳା ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ରମାକାନ୍ତ ମୁଖାଗ୍ନି ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ସଙ୍କଟରେ କଳାହାଣ୍ଡି ର ଧଳାସୁନା  

ଜୁନାଗଡ଼, ୦୭/୧୨/୨୦୨୧(ଓଡ଼ିଶା ସମାଚାର / ରାକେଶ ବେମାଲ)- ବାତ୍ୟା ଜୱାଦ କେବଳ ଉପକୂଳ ଓଡ଼ିଶା ନୁହେଁ କଳାହାଣ୍ଡି ଜିଲ୍ଲାରେ ମଧ୍ୟ …

Leave a Reply

Your email address will not be published. Required fields are marked *