Wednesday , December 1 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୭/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ, ଡ଼େରାବିଶି ବ୍ଲକ୍ ରେ ୮ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୧ ଜଣ,ମହାକାଳପଡ଼ା ବ୍ଲକ୍ ରେ ଜଣେ,ମାର୍ଶାଘାଇ ବ୍ଲକ୍ ରେ ୩ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ୫ ଜଣ,ରାଜନଗର ବ୍ଲକ୍ ରେ ଜଣେ ଓ କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ୪ ଜଣ ଏହିପରି ମୋଟ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ରୋଗୀଙ୍କୁ ଦଇବ ସାହା :ଅପହଞ୍ଚ ଇଲାକାରେ ଫାର୍ମାସିଷ୍ଟଙ୍କ ଦ୍ଵାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ବାଲିଗୁଡା,୨୮/୧୧ /୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ) :କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ବ୍ଲକ ଅନ୍ତର୍ଗତ ଗାର୍ଡିଙ୍ଗିଆ ଗ୍ରାମ ପଞ୍ଚାୟତରେ …

Leave a Reply

Your email address will not be published. Required fields are marked *