Saturday , December 10 2022
Home / ବିଶେଷ / ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ

ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ

ଗରଦପୁର, ୦୭/୦୮/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ବଡବେତେରା ଗ୍ରାମ ପଂଚାୟତ ଭାରିଗୋଳ ଗ୍ରାମର ଧର୍ମପରାୟଣ ବ୍ୟକ୍ତି ଖଗେଶ୍ୱର ବାରିକ(୬୮) ଙ୍କର ହୃଦଘାତରେ ପରଲୋକ ହୋଇଯାଇଛି । ସେ ଜଣେ ସାମାଜିକ କର୍ମୀ, ମିଷ୍ଟଭାଷୀ, ମେଳାପୀ, ଭଗବତ୍ ପାଠକ ଏବଂ ଗ୍ରାମଦେବତୀ ମା’ ବୁଢୀଜାଗୁଳାଇଙ୍କ ପୂଜକ ଥିଲେ । ତାଙ୍କ ମୃତୁ୍ୟରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମରଶରୀରକୁ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସଂପନ୍ନ କରାଯାଇଥିବାବେଳେ ଜ୍ୟେଷ୍ଠପୁତ୍ର ମୁଖାଗ୍ନୀ ଦେଇଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.