Sunday , March 26 2023
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲାରେ ଆଜି ୩୨କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୩୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୦୮/୦୮/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିିବାର ୩୨ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୧୨, ମହାକାଳପଡା ବ୍ଲକରେ ୩ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଳରେ ୭ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.