Thursday , December 2 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲାରେ ଆଜି ୩୨କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୩୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୦୮/୦୮/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିିବାର ୩୨ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୧୨, ମହାକାଳପଡା ବ୍ଲକରେ ୩ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଳରେ ୭ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ , ୨୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *