Saturday , December 10 2022
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୨୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୨୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୩/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୨୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ ଚିହ୍ନଟ ହୋଇଥିବାବେଳେ ଡ଼େରାବିଶି ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୮ଜଣ , ଗରଦପୁର ବ୍ଲକ୍ ରେ ୨ଜଣ ,ମହାକାଳପଡ଼ା ବ୍ଲକ୍ ରେ ୭ ଜଣ ,ମାର୍ଶାଘାଇ ବ୍ଲକ୍ ରେ ୪ଜଣ ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ଜଣ ଓ ରାଜକନିକା ବ୍ଲକ୍ ରେ ୩ ଜଣ ଏହିପରି ମୋଟ୍ ୨୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.