Monday , March 27 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୪/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ ,ଡ଼େରାବିଶି ବ୍ଲକ୍ ରେ ୩ ଜଣ,ଗରଦପୁର ବ୍ଲକ୍ ରେ ୪ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୫ ଜଣ,ମାର୍ଶାଘାଇ ବ୍ଲକ୍ ରେ ଜଣେ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୪ଜଣ,ରାଜକନିକା ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୬ ଜଣ ଓ ଅନ୍ୟ ଜିଲାର ଜଣେ ଏହିପରି ମୋଟ୍ ୨୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.