Tuesday , December 7 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୨୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୨୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୧୬/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୨୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ,ଡ଼େରାବିଶି ବ୍ଲକ୍ ରେ ୨ ଜଣ, ଗରଦପୁର ବ୍ଲକ୍ ରେ ଜଣେ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୭ ଜଣ, ମହାକାଳପଡ଼ା ବ୍ଲକ୍ ରେ ୪ ଜଣ,ମାର୍ଶାଘାଇ ବ୍ଲକ୍ ରେ ୨ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୩ ଜଣ,ରାଜକନିକା ବ୍ଲକ୍ ରେ ଜଣେ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୫ ଜଣ ଏହିପରି ମୋଟ୍ ୨୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

About admin

Check Also

୧୨ ରେ କଟକ ଆସିଵେ ମୂଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ, ଵିଏସକେୱ।ଇ ର କରିଵେ ଶୁଭାରମ୍ଭ

କଟକ ସଦର, ୦୪/୧୨/୨୦୨୧ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ଲୋକଙ୍କୁ ମାଗଣାରେ ଉନ୍ନତ ମାନର ସ୍ୱ।ସ୍ଥ୍ୟ ସେଵା ଯୋଗାଇ ଦେବାକୁ …

Leave a Reply

Your email address will not be published. Required fields are marked *