Wednesday , December 8 2021
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୨ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୨ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୭/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୨ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗରଦପୁର ବ୍ଲକ୍ ରେ ଜଣେ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୭ ଜଣ, ମାର୍ଶାଘାଇ ବ୍ଲକ୍ ରେ ଜଣେ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ,ରାଜକନିକା ବ୍ଲକ୍ ରେ ଜଣେ ଓ ରାଜନଗର ବ୍ଲକ୍ ରେ ଜଣେ ଏହିପରି ମୋଟ୍ ୧୨ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

୧୨ ରେ କଟକ ଆସିଵେ ମୂଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ, ଵିଏସକେୱ।ଇ ର କରିଵେ ଶୁଭାରମ୍ଭ

କଟକ ସଦର, ୦୪/୧୨/୨୦୨୧ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ଲୋକଙ୍କୁ ମାଗଣାରେ ଉନ୍ନତ ମାନର ସ୍ୱ।ସ୍ଥ୍ୟ ସେଵା ଯୋଗାଇ ଦେବାକୁ …

Leave a Reply

Your email address will not be published. Required fields are marked *