Monday , November 29 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୩୧ ଜଣ ନୂଆ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୩୧ ଜଣ ନୂଆ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରପେଡ଼ା୨୧/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୩୧ ଜଣ ନୂଆ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ, ଡ଼େରାବିଶି ବ୍ଲକ୍ ରେ ୪ ଜଣ,ଗରଦପୁର ବ୍ଲକ୍ ରେ ୨ଜଣ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୯ ଜଣ, ମାର୍ଶାଘାଇ ବ୍ଲକ୍ ରେ ୬ ଜଣ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ଜଣ, ରାଜକନିକା ବ୍ଲକ୍ ରେ ୪ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ୨ ଜଣ ଏହିପରି ମୋଟ୍ ୩୧ ଜଣ ନୂଆ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୭ ଜଣ ଶିଶୁ ସଂକ୍ରମିତ , ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୨୫/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *